“ଦୃଷ୍ଟିପାତ “ଓଡିଆ ନିଉଜ୍ ପୋର୍ଟାଲ୍ ହେଉଛି , ୧୯୯୪ ରୁ ବଲାଙ୍ଗୀରରୁ ପ୍ରକାଶ ପାଉଥିବା ‘ପାକ୍ଷିକ ଦୃଷ୍ଟିପାତ ‘ ଓ ପରେ ପ୍ରକାଶିତ ‘ ସାପ୍ତାହିକ ‘ ଦୃଷ୍ଟିପାତ ‘ ସମ୍ବାଦପତ୍ରର ଆଧୁନିକ ଇ- ପତ୍ରିକା ସଂସ୍କରଣର ରୂପାନ୍ତରିତ ଉଏବ୍ ପୋର୍ଟାଲ୍ । ଏହା ମୁଖ୍ୟତଃ ରାଜ୍ୟ ତଥା ଦେଶର ଗଣମାଧ୍ୟମରେ ପ୍ରକାଶିତ ଖବରର ଏକ ତର୍ଜମାତ୍ମକ ଉପସ୍ଥାପନା ଓ ବିଭିନ୍ନ ଗଣମାଧ୍ୟମ ସୂତ୍ରରୁ ସଂଗୃହୀତ ତଥ୍ୟର ନିଜସ୍ୱ ଅନୁସନ୍ଧାନମୂଳକ ନିରପେକ୍ଷ ଖବର ପରିବେଷଣ । ଏଥିରେ କାହାର ମାନହାନୀ ବା ଏହା କ୍ଷତିସାଧନ ନିମନ୍ତେ ଉଦ୍ଦିଷ୍ଟ ନୁହେଁ ଓ ଜନହିତରେ ପ୍ରସାରିତ ସରକାର ବା ପ୍ରଶାସନର ଦୃଷ୍ଟିଆକର୍ଷଣର ଜନମତ ସମ୍ବଳିତ ଏକ ପ୍ରୟାସ ମାତ୍ର । ଏକ ଦୁର୍ନୀତିମୁକ୍ତ ସୁସ୍ଥ ସମାଜ ଗଠନ ଏହାର ଲକ୍ଷ୍ୟ ଓ ଏକାନ୍ତ ଉଦ୍ଦେଶ୍ୟ ଅଟେ।
ସମ୍ପାଦକ - ମଳୟ ମିଶ୍ର
Copyright 2024 Drustipata All Rights Reserved.
Website design by Raiseque